ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ନ୍ୟାୟିକ ତଦନ୍ତ କଥା କହୁଛନ୍ତି, କନ୍ଧମାଳ ତଦନ୍ତ ରିପୋର୍ଟ କୁଆଡ଼େ ଗଲା। ନବୀନ ବାବୁଙ୍କ ବେଳେ ୨୪ ନ୍ୟାୟିକ ତଦନ୍ତ ହେଲା, ରିପୋର୍ଟ କାହିଁ। ୨୪ ବର୍ଷର ସରକାର ଚାହିଁଥିଲେ ହିଂସାମୁକ୍ତ ଓଡ଼ିଶା ଗଠନ ହୋଇପାରିଥାନ୍ତା। ନବୀନ ଆଦର୍ଶ ଥାନା କରୁଥିଲେ, ଆମ ସରକାର ଆଦର୍ଶ ପୋଲିସ ପାଇଁ ଚେଷ୍ଟା କରିବ। ନବୀନ ଯଦି ତାଙ୍କ ସମୟରେ ବୁଝୁଥାନ୍ତେ, ନାରୀ ନିର୍ଯାତନା ହୋଇନଥାନ୍ତା। ନିଜେ ରାଜଧର୍ମ ପାଳନ କଲେନି, ଏବେ ଶହେ ଦିନର ସରକାରକୁ ପାଠ ପଢ଼ାଉଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
KZitem: bit.ly/OdishaRe...
Web: odishareporter.in
Facebook: / odishareporter
Twitter: / odishareporter
Telegram: telegram.me/Od...
Instagram: / odishareporter_official
#OdishaReporter #Odisha #Bhubaneswar #SureshPujari #NaveenPatnaik #Bharatpurpolicestation
Негізгі бет ‘24 ବର୍ଷ ହେଲା କରିଲନି, ଏବେ ପାଠ ପଢ଼ାଉଛ’ || Naveen Patnaik || Minister Suresh Pujari || Odisha Reporter
Пікірлер: 52