ଦାନବୀର ହରିଶ୍ଚନ୍ଦ୍ର କଥା | କିପରି ସେ ନିଜ ପୁତ୍ର ଓ ପତ୍ନୀକୁ ବିକ୍ରୟ କରି ବିଶ୍ଵାମିତ୍ରଙ୍କୁ ଦାନ ଦେଇଥିଲେ ? ମହାଦାନୀ ହରିଶ୍ଚନ୍ଦ୍ର କଥା | @debarajmotivation
ଅଯୋଧ୍ୟା ଏ ତ୍ରେତୟା ଯୁଗର ସୂର୍ଯ୍ୟବଂଶୀଯ ଅଷ୍ଟାବିଂଶ ରାଜା । ଏହାଙ୍କର ପିତା ତ୍ରିଶଙ୍କୁ ପୁତ୍ର ରୋହିତାଶ୍ୱ ଓ ରାଣୀ ଶୈବ୍ୟା । ଏ ଅତି ଧର୍ମନିଷ୍ଠ, ଗୁଣବାନ୍ ଓ ଦାତା ଥିଲେ ଦିନେ ସ୍ୱର୍ଗରେ ବିଶ୍ୱାମିତ୍ର ବଶିଷ୍ଟଙ୍କଠାରୁ ହରିଶ୍ଚନ୍ଦ୍ରଙ୍କ ଧର୍ମନିଷ୍ଠା ଓ ଦାନତ୍ୱର ପ୍ରଶଂସା ଶୁଣି ଏହା ପରୀକ୍ଷା କରିବା ପାଇଁ ହରିଶ୍ଚନ୍ଦ୍ରଙ୍କ ନିକଟରେ ଉପସ୍ଥିତ ହେଲେ; ଏବଂ ଏହାଙ୍କୁ ରାଜ୍ୟ ସହିତ ସର୍ବସ୍ୱ ମାଗିବାରୁ ଏ ଅକୁଣ୍ଠିତ ଚିତ୍ତରେ ବିଶ୍ୱାମିତ୍ରକୁ ସମସ୍ତ ଦାନ କରି ଏକବସ୍ତ୍ର ହୋଇ ସ୍ତ୍ରୀ ଓ ପୁତ୍ର ସହିତ ରାଜ୍ୟତ୍ୟାଗ କଲେ । ତଥାପି ବିଶ୍ୱାମିତ୍ର ଏତିକିରେ ସନ୍ତୁଷ୍ଟ ନ ହୋଇ ଏହାଙ୍କଠାରୁ 'ଦାନର ଦକ୍ଷିଣା' ପାଇବା ପାଇଁ ଅଳି କଲେ । ବିଶ୍ୱାମିତ୍ରଙ୍କୁ ଦକ୍ଷିଣା ଦେବାପାଇଁ ଧନ ସଂଗ୍ରହ କରିବାର ଅନ୍ୟଉପାୟ ନଥିବାରୁ ହରିଶ୍ଚନ୍ଦ୍ର ନିଜର ସ୍ତ୍ରୀ ଶୈବ୍ୟାଙ୍କୁ ଦାସୀରୂପେ ଓ ଏକମାତ୍ର ପୁତ୍ର ରୋହିତାଶ୍ୱକୁ ଦାସରୂପେ ଜଣେ ବ୍ରାହ୍ମଣଙ୍କୁ ବିକ୍ରି କଲେ ଓ ନିଜେ ଗୋଟିଏ ଚଣ୍ଡାଳ ନିକଟରେ ଦାସତ୍ୱ ଗ୍ରହଣ କରି, ଏବଂ ଭୂତ ଦାସତ୍ୱଲବ୍ଧ ଧନ ଆଣି ବିଶ୍ୱାମିତ୍ରଙ୍କୁ ଦକ୍ଷିଣା ଦେଲେ ।
#RamayanonKZitem #RamayanKatha #shriramkatha #danabiraharischandra #HinduPuran #GodHistory #odiacartoon #factguru #odiabhaktidhara #odiasadhubani #odiaramayana #odiamahabharat #kahaniya #odiamythology
Негізгі бет ଦାନବୀର ହରିଶ୍ଚନ୍ଦ୍ର କଥା | କିପରି ସେ ନିଜ ପୁତ୍ର ଓ ପତ୍ନୀକୁ ବିକ୍ରୟ କରି ବିଶ୍ଵାମିତ୍ରଙ୍କୁ ଦାନ ଦେଇଥିଲେ ?
Пікірлер: 1