Padma Sri Haldhar Nag Speech At Titilagarh Ravan Dahan ll ରାବଣ ଦହନ ଟିଟିଲାଗଡ଼ ସହରର ll ପଦ୍ମ ଶ୍ରୀ ହଳଧର
ହଳଧର ନାଗ ଜଣେ ଭାରତୀୟ କୋଶଳୀ-ସମ୍ବଲପୁରୀ-ଭାଷୀ ଲୋକକବି, ଲେଖକ ଓ ରାମକଥା ଗାୟକ । ଜଣେ ଲୋକ କବି ଭାବରେ ସେ ପ୍ରାରମ୍ଭିକ ଜୀବନରେ ଭଜନ, ରସରକେଲି, ଡାଲଖାଇ, ସଜନୀ ଆଦି ପାରମ୍ପରିକ ସମ୍ବଲପୁରୀ ଗୀତ ରଚନା କରିଥିଲେ ଓ ସେସବୁ ସ୍ଥାନୀୟ ଦଣ୍ଡ ନାଟରେ ପରିବେଷଣ କରାଯାଉଥିଲା । ମହାସତୀ ଉର୍ମିଳା, ଆଛିଆ, ତାରା ମନ୍ଦୋଦରୀ, ବଛର, ସିରି ସମଲାଇ, ବୀର ସୁରେନ୍ଦ୍ର ସାଏ, କରମସାଣୀ, ରସିଆ କବି, ପ୍ରେମ ପ୍ରଧାନ ଆଦି ତାଙ୍କର ଉଲ୍ଲେଖନୀୟ ରଚନା । ତାଙ୍କର ସାହିତ୍ୟ ରଚନା ନିମନ୍ତେ ସେ ୨୦୧୪ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୨୦୧୭ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଭାଷା ସମ୍ମାନ ପାଇଥିଲେ । ୨୦୧୬ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ ଓ ୨୦୨୦ ମସିହାରେ ତାଙ୍କ ନାମରେ ପଦ୍ମଶ୍ରୀ ହଳଧର ନାଗ ସାଧନା କୁଟୀର ଓ ସଂଗ୍ରହାଳୟ ଉଦ୍ଘାଟନ କରିଥିଲେ । ତାଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଡକ୍ଟରେଟ ସମ୍ମାନ ପ୍ରଦାନ କରାଥିଲେ । ତାଙ୍କ ରଚନାବଳୀ ଓଡ଼ିଆ, ହିନ୍ଦୀ ଓ ଇଂରାଜୀରେ ଅନୂଦିତ ହୋଇଛି । ତାଙ୍କ ନାମରେ ଜନ୍ମଭୂମି ବରଗଡ଼ ଜିଲ୍ଲାର ଘେଁସଠାରେ ଏକ କୋଶଳୀ ଭାଷା ଓ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ସ୍ଥାପିତ
Haldhar Nag (Odia:; born 31 March 1950) is a Sambalpuri poet and writer from Bargarh, Odisha, India. Popularly known as "Lok Kabi Ratna" (Odia: ଲୋକକବିରତ୍ନ, meaning "folk poet gem"). He was awarded Padma Shri, the fourth highest civilian award of India by Government of India in 2016.
Негізгі бет Padma Sri Haldhar Nag Speech At Titilagarh Ravan Dahan ll ରାବଣ ଦହନ ଟିଟିଲାଗଡ଼ ସହରର ll ପଦ୍ମ ଶ୍ରୀ ହଳଧର
Пікірлер: 3