କନ୍ଧମାଳରୁ ରାଜ୍ୟ ସରକାରଙ୍କୁ ସିଧା ନିଶାନା କଲେ ମୋଦି । ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ମୋଦି। କନ୍ଧମାଳ ସଂକଳ୍ପ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ ଦେଇ ମୋଦି କହିଛନ୍ତି , ଜଗନ୍ନାଥ ଅଛନ୍ତି ବୋଲି ଜୀବନ ଅଛି। ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟାଙ୍କନ ୪୫ ବର୍ଷ ତଳେ ହୋଇଥିଲା। ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଚାବି ହଜିଗଲା କିନ୍ତୁ ୬ ବର୍ଷ ହେଲାଣି ମିଳୁନି। ଏଭଳି ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାନ୍ତି ରାଜ୍ୟ ସରକାର।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
KZitem: bit.ly/OdishaReporteronKZitem
Web: odishareporter.in
Facebook: / odishareporter
Twitter: / odishareporter
Telegram: telegram.me/Odisha_Reporter_o...
Instagram: / odishareporter_official
#OdishaReporter #ratnabhandarissue #PM #Narendramodi #target #kandhamal #BJP #odishagovt
Негізгі бет ରାତିରେ କିଏ ଖୋଲୁଛି ରତ୍ନଭଣ୍ଡାର? | Odisha Reporter
Пікірлер: 690