ଭଦ୍ରକରେ ପୋଲିସ ଉପରକୁ ପଥରମାଡ଼ ଓ ଆକ୍ରମଣ ପରେ ଅଞ୍ଚଳରେ ପୋଲିସର ଫ୍ଲାଗ ମାର୍ଚ୍ଚ । ଶାନ୍ତିରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ପୂରୁଣା ବଜାର ଅଞ୍ଚଳରେ 163 ଧାରା ଅନିର୍ଦ୍ଧିଷ୍ଟ କାଳ ପାଇଁ ଲାଗୁ କରାଯାଇଛି । ଅପରାହ୍ନ ସମରେ ସଣ୍ଠିଆ ନିକଟରେ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଲୋକଙ୍କ ପଥରମାଡ଼ରେ 2 ପୋଲିସ ଅଧିକାରୀ ଆହତ ହୋଇଥିଲେ । ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ି ମଧ୍ୟ ଭଙ୍ଗାରୁଜା କରିଥିଲେ ଉତ୍ୟକ୍ତ ଲୋକେ ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
KZitem: bit.ly/OdishaRe...
Web: odishareporter.in
Facebook: / odishareporter
Twitter: / odishareporter
Telegram: telegram.me/Od...
Instagram: / odishareporter_official
#OdishaReporter #tension #Bhadrak #Flagmarch #Police
Негізгі бет ଉତ୍ତେଜନା ପରେ ପୋଲିସର ଫ୍ଲାଗମାର୍ଚ୍ଚ | Odisha Reporter
Пікірлер: 10